Tuesday , June 15 2021
Breaking News
Home / ବିଶେଷ / ସଂକ୍ଷେପରେ ତାଜା ଖବର :  ପଦ୍ମଶ୍ରୀ ଡ଼ି ପ୍ରକାଶ ରାଓ ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ସଂକ୍ଷେପରେ ତାଜା ଖବର :  ପଦ୍ମଶ୍ରୀ ଡ଼ି ପ୍ରକାଶ ରାଓ ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

କଟକ, ୧୬/୦୭/୨୦୧୯ (ଓଡ଼ିଶା ସମାଚାର)-  ଚା ଦୋକାନ କରି ସେଥିରୁ ଉପାର୍ଜିତ ଆୟରେ ଏକ ସ୍କୁଲ ଖୋଲି ପିଲାଙ୍କୁ ପାଠ ପଢ଼ାଉଥିବା ସମାଜସେବୀ  ପଦ୍ମଶ୍ରୀ ଡ଼ି ପ୍ରକାଶ ରାଓ ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ସେ ଏକ କାର୍ଯ୍ୟକ୍ରମରେ ଅନୁଗୁଳ ଯାଇଥିବାବେଳେ ସେଠାରେ  ହଠାତ ଅସୁସ୍ଥ ହୋଇପଡ଼ିଥିଲେ ।  ତାଙ୍କୁ ପ୍ରଥମେ ଅନୁଗୁଳ ଠାରେ ଚିକିତ୍ସା ପାଇଁ ହସପିଟାଲ ରେ ଭର୍ତି କରାଯାଇଥିବାବେଳେ ପରେ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇ ମେଡ଼ିସିନ ୱାର୍ଡ଼ର ଆଇସିୟୁ ରେ ଭର୍ତି କରାଯାଇଛି । ସେ ଛାତିରେ ଯନ୍ତ୍ରଣା ଅନୁଭବ କରୁଛନ୍ତି । ଓଡ଼ିଶା ସମାଚାର

About admin

Check Also

କରୋନା ସମୟରେ ସ୍ୱାସ୍ଥ୍ୟ ସଚେତନତା ନେଇ ନେଇ ଉତ୍କଳ ବିକାଶ ପରିଷଦରର ଭରଚୁଆଲ ବୈଠକ

କଟକ, ୧୪/୦୬/୨୦୨୧ (ଓଡିଶା ସମାଚାର): କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ ‘ଉତ୍କଳ ବିକାଶ ପରିଷଦ'(ଉବିପ)  ଆନୁକୂଲ୍ୟରେ କରୋନା ସମୟରେ …

Leave a Reply

Your email address will not be published. Required fields are marked *