Thursday , June 17 2021
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ପୁରୁଣା ବସଷ୍ଟାଣ୍ଡ ନିକଟରେ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ

ସଂକ୍ଷେପରେ ତାଜା ଖବର : ପୁରୁଣା ବସଷ୍ଟାଣ୍ଡ ନିକଟରେ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ

ଝାରସୁଗୁଡ଼ା, ୨୪/୦୬/୨୦୧୯ (ଓଡ଼ିଶା ସମାଚାର)- ଝାରସୁଗୁଡ଼ା ପୁରୁଣା ବସଷ୍ଟାଣ୍ଡ ନିକଟରେ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ବୁର୍ଲା ସ୍ଥାନାନ୍ତରିତ କରାଯାଇଛି । ଦୁଇ ଦୁର୍ବୃତ ଏକ ବାଇକ୍ ରେ ଆସି ଗୁଳିକରିଥିଲେ । ତେବେ ତରତରରେ ପଳାଇଯିବା ବେଳେ ସେମାନେ ଆସିଥିବା ବାଇକ୍ ଟି ଛାଡ଼ି ପଳାଇଛନ୍ତି । ପୋଲିସ୍ ସେହି ବାଇକ୍ କୁ ଜବତ କରି ତହନ୍ତ ଆରମ୍ଭ କରିଛି । ଓଡ଼ିଶା ସମାଚାର

About admin

Check Also

ଅସୁରଖୋଳା ର ପୁନରୁଦ୍ଧାର ନହେଲେ ଆଗକୁ ଅଂଚଳରେ ଜଳ ସଙ୍କଟ ଆଶଙ୍କା

ଗରଦପୁର, ୧୪/୦୬/୨୦୨୧(ଓଡ଼ିଶା ସମାଚାର)- କଟକ ସଦର , ପାଟକୁରା ଓ ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦେଇ “ଅସୁରଖୋଳା” ନାମକ …

Leave a Reply

Your email address will not be published. Required fields are marked *