Thursday , June 24 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ପୂର୍ବ ଶତୃତାରୁ ବ୍ରହ୍ମଗିରିରେ ବୋମା ମାଡ଼. ୪ ଗୁରୁତର ଆହତ

ସଂକ୍ଷେପରେ ତାଜା ଖବର : ପୂର୍ବ ଶତୃତାରୁ ବ୍ରହ୍ମଗିରିରେ ବୋମା ମାଡ଼. ୪ ଗୁରୁତର ଆହତ

ଭୁବନେଶ୍ୱର ,୧୩/୦୯/୨୦୧୯(ଓଡ଼ିଶା ସମାଚାର)- ପୂର୍ବ ଶତୃତାରୁ ବ୍ରହ୍ମଗିରିରେ ବୋମା ମାଡ଼ ହୋଇଛି । ଏହି ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ରେବଣା ନୂଆଗାଁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଛି । ଏହି ସିରିଜ ବୋମାମାଡ଼ ଘଟିଛି ଅଣତିରିଶ ଗାଁ ରେ । ଘଟଣାସ୍ଥଳରେ ୨ ପ୍ଲାଟୁନ ପୋଲିସ୍ ଫୋର୍ସ ମିତୟନ କରାଯାଇଥିବାବେଳେ ୭ ଟି ଜୀବନ୍ତ ବୋମା ଉଦ୍ଧାର କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୪୩ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *