Wednesday , June 16 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଶ୍ରୀ ଶ୍ରୀ ବଳଦେବ ଜୀଉ ଙ୍କୁ ସ୍ନାନ ମଣ୍ଡପରେ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ସଂକ୍ଷେପରେ ତାଜା ଖବର : ଶ୍ରୀ ଶ୍ରୀ ବଳଦେବ ଜୀଉ ଙ୍କୁ ସ୍ନାନ ମଣ୍ଡପରେ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

 

କେନ୍ଦ୍ରାପଡ଼ା, ୧୬/୦୬/୨୦୧୯ (ଓଡ଼ିଶା ସମାଚାର)- ସୋମବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରାପଡ଼ା ଗସ୍ତରେ ଆସୁଛନ୍ତି । ଅପରାହ୍ନରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ାରେ ପହଂଚି ଶ୍ରୀ ଶ୍ରୀ ବଳଦେବ ଜୀଉ ଙ୍କୁ ସ୍ନାନ ମଣ୍ଡପରେ ଦର୍ଶନ କରିବେ । ପରେ ପରେ କେନ୍ଦ୍ରାପଡ଼ା ଜିଲା ଅଧିନସ୍ଥ ପାଟକୁରା ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଡ଼େରାବିସ ଓ ଗରଦପୁର ଅଂଚଳକୁ ନିର୍ବାଚନ ପ୍ରଚାରରେ ଯାଇ ପାରନ୍ତି । ଦଳିୟ ସୂତ୍ର ରୁ କୌଣସି ସୂଚନା ମିଳିନଥିବାବେଳେ ସୋମବାର ଦିନ ମୁଖ୍ୟମନ୍ତ୍ରୀ ପାଟକୁରା ବିଧାନସଭା ନିର୍ବାଚନ ପ୍ରଚାର କାର୍ଯ୍ୟର ଆରମ୍ଭ କରିବାର ସମ୍ଭାବନା ରହିଛି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଉତ୍କଳ ସମ୍ମିଳନୀ ପକ୍ଷରୁ ବୃକ୍ଷରୋପଣ ଅନୁଷ୍ଠିତ

କେନ୍ଦ୍ରାପଡ଼ା, ୧୫/୦୬/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲା ଉତ୍କଳ ସମ୍ମିଳନୀ ଆନୁକୁଲ୍ୟରେ ରଜସଂକ୍ରାନ୍ତୀ, ଶିବ ବିବାହ ଓ କବି ସମ୍ରାଟ ଫକିରମୋହନଙ୍କ ୧୦୩ତମ …

Leave a Reply

Your email address will not be published. Required fields are marked *