Saturday , July 31 2021
Breaking News
Home / ବିଶେଷ / ସମାଜସେବୀଙ୍କ ଦେହାନ୍ତ

ସମାଜସେବୀଙ୍କ ଦେହାନ୍ତ

କେନ୍ଦ୍ରାପଡ଼ା, ୧୭/୦୫/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ପଂଚାୟତର ଦେପୁର ଗ୍ରାମର ବିଶିଷ୍ଟ ସମାଜସେବୀ ତ୍ରିବିକ୍ରମ ପତି(୮୬)ଙ୍କର ବିୟୋଗ ହୋଇଯାଇଛି । ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ଶଯ୍ୟାଶାୟୀ ଥିଲେ । ସେ ଜଣେ ପରୋପକାରୀ, ସମାଜସେବୀ,ବନ୍ଧୁବସôଳ  ଓ ବିଶିଷ୍ଟ ପୁରୋଧା ଥିଲେ । ତାଙ୍କ ମୃତୁ୍ୟ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟଅଳର ବହୁ ବ୍ୟକ୍ତି ତାଙ୍କ ବାସଭବନକୁ ଯାଇ ଶେଷ ଦର୍ଶନ କରିବା ସହ  ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ମୃତୁ୍ୟ ଶଯ୍ୟା ନିକଟରେ ପୁଅ, ବୋହୁ, ନାତି, ନାତୁଣି ଓ ଆତ୍ମୀୟ ସ୍ୱଜନମାନେ ଉପସ୍ଥିତ ଥିଲେ । ଗ୍ରାମ୍ୟ ଶ୍ମଶାନରେ  କୋଭିଡ ନିୟମ ଅନୁଯାୟୀ ଅନ୍ତିମ ସଂସ୍କାର କରାଯାଇଥିଲା । ଜ୍ୟେଷ୍ଠପୁତ୍ର ପ୍ରଫୁଲ୍ଲ ମୁଖାଗ୍ନି ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ରାଜ୍ୟପାଳଙ୍କ ଦ୍ୱାରା ‘ବିଜୁବାବୁ’  ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର,୩୧/୦୭/୨୦୨୧(ଓଡ଼ିଶା ସମାଚାର)- ପ୍ରସିଦ୍ଧଲେଖକ  ଦେବଦାସ  ଛୋଟରାୟଙ୍କ  ଲିଖିତ “ବିଜୁବାବୁ”  ପୁସ୍ତକକୁ  ରାଜ୍ୟପାଳ  ପ୍ରଫେସର  ଗଣେଶୀଲାଲ ଉନ୍ମୋଚନ କରିଛନ୍ତି   । ରାଜଭବନ …

Leave a Reply

Your email address will not be published. Required fields are marked *