Sunday , August 1 2021
Breaking News
Home / ବିଶେଷ / ସମାଜସେବୀଙ୍କ ଦ୍ୱାରା ଜରାଶ୍ରମରେ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଂଟନ

ସମାଜସେବୀଙ୍କ ଦ୍ୱାରା ଜରାଶ୍ରମରେ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଂଟନ

ନିରାକାରପୁର, ୦୩/୦୭/୨୦୨୧(ଓଡ଼ିଶା ସମାଚାର)-ଖୋର୍ଦ୍ଧା ଜିଲ୍ଲା ମଳିପଡ଼ା ଅଂଚଳର ଯୁବ ସମାଜସେବୀ ନିରୋଜ କୁମାର ମହାରଥୀ ନିଜ ଉଦ୍ୟମରେ ଉକ୍ତ ଅଂଚଳରେ ଥିବା ଜରାଶ୍ରମରେ ପ୍ରାୟ ୪୦ରୁ ଉର୍ଦ୍ଧ ବୃଦ୍ଧବୃଦ୍ଧାଙ୍କୁ ରନ୍ଧା ଖାଦ୍ୟ ବଂଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ତାଙ୍କ ସହ କିଛି ଯୁବ ବନ୍ଧୁ ସାମିଲ ହୋଇଥିଲେ । ଏହିପରି କାର୍ଯ୍ୟକୁ ଅନ୍ତେବାସୀମାନେ ପ୍ରଶଂସା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ପ୍ରତିଯୋଗିତାମୂଳକ ପରୀକ୍ଷା ପ୍ରସ୍ତୁତି ପାଇଁ ଗ୍ରାମାଂଚଳରେ ଛାତ୍ରଛାତ୍ରୀଙ୍କ ପାଇଁ ଅତ୍ୟାଧୁନିକ ୩ ଡି ଇ-ପାଠାଗାର

କେନ୍ଦ୍ରାପଡ଼ା, ୦୧/୦୮/୨୦୨୧(ଓଡ଼ିଶା ସମାଚାର)- ପ୍ରତିଯୋଗିତାମୂଳକ ପରୀକ୍ଷାର ପ୍ରସ୍ତୁତି ପାଇଁ ଆଉ ସହରକୁ ପାଠ ପଢିବା ପାଇଁ ନଯାଇ ଗ୍ରାମାଂଚଳରେ ସେହି …

Leave a Reply

Your email address will not be published. Required fields are marked *