Tuesday , June 15 2021
Breaking News
Home / ବିଶେଷ / ସହିଦ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ସହିଦ ପରିବାରକୁ ୨୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୦୬/୨୦୧୯ (ଓଡ଼ିଶା ସମାଚାର/ଦୀପ୍ତି ରଂଜନ କାନୁନଗୋ)- ଗତ ୧୭ ତାରିଖରେ ଜମ୍ମୁକାଶ୍ମୀର ଠାରେ ଢ଼େଙ୍କାନାଳ ଜିଲା କାମାକ୍ଷାନଗର ବଡ଼ସୁଆଳ ଗ୍ରାମର ଅଜିତ କୁମାର ସାହୁ ସହିଦ ହୋଇଥିଲେ । ଆଜି ତାଙ୍କ ମର ଶରୀର ଆସିି ପହଂଚିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ଆତଙ୍କି ମାନଙ୍କ ଏହି କାର୍ଯ୍ୟକୁ ନିନ୍ଦା ମଧ୍ୟ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସହିଦ ଙ୍କ ପରିବାର ପାଇଁ ୨୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

କରୋନା ସମୟରେ ସ୍ୱାସ୍ଥ୍ୟ ସଚେତନତା ନେଇ ନେଇ ଉତ୍କଳ ବିକାଶ ପରିଷଦରର ଭରଚୁଆଲ ବୈଠକ

କଟକ, ୧୪/୦୬/୨୦୨୧ (ଓଡିଶା ସମାଚାର): କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ ‘ଉତ୍କଳ ବିକାଶ ପରିଷଦ'(ଉବିପ)  ଆନୁକୂଲ୍ୟରେ କରୋନା ସମୟରେ …

Leave a Reply

Your email address will not be published. Required fields are marked *