Sunday , June 13 2021
Breaking News
Home / ବ୍ୟବସାୟ ବାଣିଜ୍ୟ / ସିଲ୍ ହେଲା ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ

ସିଲ୍ ହେଲା ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ

ଭୁବନେଶ୍ୱର,୦୫/୦୩/୨୦୨୧(ଓଡ଼ିଶା ସମାଚାର)- ସିଲ୍ ହେଲା ଭୁବନେଶ୍ୱର ବରମୁଣ୍ଡା ଏଚପି ପେଟ୍ରୋଲ ପମ୍ପ । ପେଟ୍ରୋଲ ଓ ଡିଜେଲରେ ପାଣି ମିଶା ଯାଉଥିବା ଅଭିଯୋଗ ହେବା ପରେ ଏହି ପେଟ୍ରୋଲ ପମ୍ପଙ୍କୁ ସିଲ୍ କରିଛି ଖଣ୍ଡଗିରି ପୁଲିସ୍ । ଏହାକୁ ନେଇ ବୁଧବାର ପ୍ରବଳ ହଙ୍ଗାମା ହୋଇଥିଲା । ଖବର ପ୍ରସାରଣ ପରେ ଫୋରେନ୍ସିକ ଲାବୋରୋଟୋରିର ସାଇଂଟିଫିକ ଟିମ୍ ଓ ଏଚପି କମ୍ପାନି ର ସାଇଂଟିଫିକ୍ ଟିମ୍ ଆସି ନମୁନା ସଂଗ୍ରହ କରିଛି  । ଯଦି ଅପମିଶ୍ରଣ କରାଯାଉଥିବାର ପ୍ରମାଣ ମିଳେ, ତେବେ ଲାଇସେନ୍ସ ରଦ୍ଧ ହେବ ବୋଲି ଏଚପିର ଏରିଆ ଇନଚାର୍ଜ ଶୁଭବ୍ରତ ଖାନ କହିଛନ୍ତି  । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ଆଲୁମିନିୟମ ପକ୍ଷରୁ ବ୍ୟବସାୟିକ ଅଂଶୀଦାର କର୍ମଚାରୀଙ୍କ ପାଇଁ କୋଭିଡ୍ କବଚ ଟର୍ମ ବୀମା ଘୋଷଣା

ଭୁବନେଶ୍ୱର,୧୭/୦୫/୨୦୨୧(ଓଡ଼ିଶା ସମାଚାର)-ଭାରତର ବୃହତ୍ ଆଲୁମିନିୟମ୍ ଉତ୍ପାଦନକାରୀ ତଥା ମୂଲ୍ୟଯୁକ୍ତ ଆଲୁମିନିୟମ୍ ଉତ୍ପାଦକ ବେଦାନ୍ତ ଆଲୁମିନିୟମ୍ ଏବଂ ପାୱାର ବିଜନେସ୍ ପକ୍ଷରୁ …

Leave a Reply

Your email address will not be published. Required fields are marked *