Sunday , June 13 2021
Breaking News
Home / ବିଶେଷ / ସୁରେଶ ମହାପାତ୍ର ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଓ କ୍ରିଶନ କୁମାର ମୁଖ୍ୟ ପ୍ରଶାସକ ନିଯୁକ୍ତ

ସୁରେଶ ମହାପାତ୍ର ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ଓ କ୍ରିଶନ କୁମାର ମୁଖ୍ୟ ପ୍ରଶାସକ ନିଯୁକ୍ତ

ଭୁବନେଶ୍ୱର,୧୫/୦୮/୨୦୧୯(ଓଡ଼ିଶା ସମାଚାର)- ପୁରୀ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର ଙ୍କ ସ୍ଥାନରେ ପୂର୍ତ ସଚିବ କ୍ରିଶନ କୁମାର ଙ୍କୁ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି । ଏଥିସହିତ ଶ୍ରୀ ମନ୍ଦିର ର ପ୍ରଥମ ଥର ପାଇଁ ଜଣେ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦ ସୃଷ୍ଟି କରାଯାଇଛି । ଉନ୍ନୟନ କମିଶନର ସୁରେଶ ମହାପାତ୍ର ଙ୍କୁ ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ରୂପେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ତେବେ ଏହା ଆସନ୍ତା ୧୯ ତାରିଖରେ କାର୍ଯ୍ୟକାରୀ ହେବ ବୋଲି ଜଣାପଡ଼ିଛି । ଓଡ଼ିଶା ସମାଚାର

About admin

Check Also

କୋଭିଡ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ମଦ ବେପାରୀ ଓ ଗାଡି ଚାଳକଙ୍କ ନାମରେ ମାମଲା

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସହରରେ କୋଭିଡ ନିୟମ ଉଲ୍ଲଙ୍ଘନ କରି ରାସ୍ତା ଉପରେ ଗାଡି ରଖି ବହୁ ଲୋକଙ୍କୁ …

Leave a Reply

Your email address will not be published. Required fields are marked *