Sunday , June 13 2021
Breaking News
Home / ବିଶେଷ / ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

ଭୁବନେଶ୍ୱର, ୨୭/୦୬/୨୦୧୯ (ଓଡ଼ିଶା ସମାଚାର)- ଓଡିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ବାଜିଙ୍କ ବିୟୋଗରେ ସେ ମର୍ମାହତ ବୋଲି ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି । ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମହମ୍ମଦ ବାଜିଙ୍କ ବିୟୋଗରେ ମୁଁ ମର୍ମାହତ । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମରଆତ୍ମାର ସଦ୍ଗତି କାମନା କରୁଛି । ଓଡ଼ିଶା ସମାଚାର

About admin

Check Also

ଦଳିତବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ ଅବରୋଧ ଅଭିଯୋଗ

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)-ଜନୈକ ଦଳିତ ସଂପ୍ରଦାୟର ବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ କେତେକ ସବର୍ଣ୍ଣ ସଂପ୍ରଦାୟର ଲୋକ ଅବରୋଧ କରିବା …

Leave a Reply

Your email address will not be published. Required fields are marked *