Tuesday , June 15 2021
Breaking News
Home / ବିଶେଷ / ୨ ମାସ ପାଇଁ କୁଆଖାଇ ପୋଲରେ ଯାତାୟତ ବନ୍ଦ୍ 

୨ ମାସ ପାଇଁ କୁଆଖାଇ ପୋଲରେ ଯାତାୟତ ବନ୍ଦ୍ 

ଭୁବନେଶ୍ୱର, ୦୩/୦୩/୨୦୨୧(ଓଡ଼ିଶା ସମାଚାର)-ଭୁବନେଶ୍ୱର-କଟକ ଜାତୀୟ ରାଜପଥରେ ଥିବା ପୁରୁଣା କୁଆଖାଇ ପୋଲରେ ଆଜିଠୁ ବନ୍ଦ ରହିବ ଯାତାୟାତ  । ଏହାର ମରାମତି ପାଇଁ ଆଜିଠୁ ଠିକ୍ ୨ ମାସ , ମେଁ ୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବବୋଲି  କମିଶନରେଟ୍ ପୁଲିସ୍ ଟ୍ୱିଟ୍ କରି ଏହି ସୂଚନା ଦେଇଛି । ଦୀର୍ଘ ଦିନ ଧରି ଏହି ବ୍ରିଜ ବିଦସଙ୍କୁଳ ଅବସ୍ଥାରେ ଥିବାରୁ ଏହାର ମରାମତି ପାଇଁ ଦାବି ହେଉଥିଲା  । ତେଣୁ ମରାମତି ହେବାକୁ ଥିବାରୁ ଏହା ଉପରେ କୌଣସି ଯାନବାହନ ଚଳଳଚଳ କରିବ ନାହିଁ । ଭୁବନେଶ୍ୱର ପଟୁ କଟକ ଯାଉଥିବା ସମସ୍ତ ପ୍ରକାର ଯାନବାହନ ମଝି କୁଆଖାଇ ପୋଲ ଦେଇ ଯାତାୟତ କରିବ । ଓଡ଼ିଶା ସମାଚାର

About admin

Check Also

କରୋନା ସମୟରେ ସ୍ୱାସ୍ଥ୍ୟ ସଚେତନତା ନେଇ ନେଇ ଉତ୍କଳ ବିକାଶ ପରିଷଦରର ଭରଚୁଆଲ ବୈଠକ

କଟକ, ୧୪/୦୬/୨୦୨୧ (ଓଡିଶା ସମାଚାର): କଟକ ଜିଲ୍ଲାର ଅଗ୍ରଣୀ ସାମାଜିକ ସଂଗଠନ ‘ଉତ୍କଳ ବିକାଶ ପରିଷଦ'(ଉବିପ)  ଆନୁକୂଲ୍ୟରେ କରୋନା ସମୟରେ …

Leave a Reply

Your email address will not be published. Required fields are marked *