Sunday , June 20 2021
Home / ବିଶେଷ / ୩ ବରିଷ୍ଠ ଆଇପିଏସ୍ ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

୩ ବରିଷ୍ଠ ଆଇପିଏସ୍ ଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର, ୦୧/୦୯/୨୦୧୯(ଓଡ଼ିଶା ସମାଚାର)- ରାଜ୍ୟର ୩ ଜଣ ଆଇପିଏସ୍ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଛି । ସେମାନେ ହେଲେ ସତ୍ୟଜିତ୍ ମହାନ୍ତି , ମନୋଜ ଛାବ୍ରା ଓ ସୁରେନ୍ଦ୍ର ପନୱର । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପଦୋନ୍ନତି ପାଇଁ ରାଜ୍ୟ ସରକାର ସାଧାରଣ ପ୍ରଶାସନ ବିଭାଗକୁ ଏହି ୩ ଅଧିକାରୀଙ୍କ ନାମ ସୁପାରିଶ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *