Sunday , June 13 2021
Breaking News
Home / ତାଜା ଖବର / ୫ଲକ୍ଷ ରୁ ଉର୍ଦ୍ଧ ଟଙ୍କା ର ଗଞ୍ଜେଇ ସହ ଜଣେ ଗିରଫ 

୫ଲକ୍ଷ ରୁ ଉର୍ଦ୍ଧ ଟଙ୍କା ର ଗଞ୍ଜେଇ ସହ ଜଣେ ଗିରଫ 

ବାଲିଗୁଡା, ୧୪/୦୩/୨୦୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପକ୍ଷରୁ ବାଲିଗୁଡା ଠାରୁ ସିନ୍ଦ୍ରିଗାଁ ରାସ୍ତାରେ ପୁଲିସ ବିଭାଗ ତରଫରୁ ଏସ ଆଇ ରଚିତା ମାଡ଼କାମୀ  ଙ୍କ ସହ ସଦଳ ବଳ ପାଟ୍ରୋଲିଂ କରୁଥିବା ସମୟ ରେ ସିନ୍ଦ୍ରିଗାଁ ବ୍ରିଜ ନିକଟରେ ଯାଞ୍ଚ ସମୟରେ ଗଞ୍ଜେଇ ଧରି ଗାଡିକୁ ଅପେକ୍ଷା କରିଥିବା ସମୟରେ ଧରାପଡ଼ି ଥିଲା ।  ସେଥିରୁ ୧୦୩ କେଜି ୫୦୦ ଗ୍ରାମ ଗଂଜେଇ ଜବତ କରିଥିଲେ ।  ଏ ନେଇ  ଥାନା ରେ ଏକ ମାମଲା ନଂ.୪୭/୨୧ ରେ ରୁଜୁ କରି କୋର୍ଟ ଚାଲାଣ କରିଛନ୍ତି ।  ଏହି ଘଟଣାରେ ସଂଶ୍ଲିଷ୍ଟ ଅନ୍ୟ ଅଭିଯୁକ୍ତ ମାନେ କିଏ କିଏ ଅଛନ୍ତି, ସେ ନେଇ ତଦନ୍ତ ଅବ୍ୟାହତ ଥିବା ବିଷୟ  ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରଶାନ୍ତ କୁମାର ବେହେରା ସୂଚନା ପ୍ରଦାନ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୬,୦୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୦/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୬,୦୯୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *