Sunday , September 26 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଦେଢ଼କୋଟି ଟଙ୍କାର ବ୍ରାଉନସୁଗାର ଜବତ – ୪ ଗିରଫ

ସଂକ୍ଷେପରେ ତାଜା ଖବର : ଦେଢ଼କୋଟି ଟଙ୍କାର ବ୍ରାଉନସୁଗାର ଜବତ – ୪ ଗିରଫ

ବାଲେଶ୍ୱର,୧୮/୦୬/୨୦୧୯ (ଓଡ଼ିଶା ସମାଚାର)- ଅବକାରୀ ବିଭାଗର ଭ୍ରାମ୍ୟମାଣ ସ୍କ୍ୱାର୍ଡ଼ ଓ ସହଦେବଖୁଂଟା ପୋଲିସ୍ ଚଢ଼ାଉ କରି ଫୁଲାରୀପଚା ଛକ ରୁ ଦେଢ଼କେଜି ଓଜନର ବ୍ରାଉନସୁଗାର ଜବତ କରିଛନ୍ତି । ସମ୍ପୃକ୍ତ ୪ ଜଣଙ୍କୁ ମଧ୍ୟ ଗିରଫ କରିଛନ୍ତି । ଜବତ ବ୍ରାଉନସୁଗାରର ମୂଲ୍ୟ ଦେଢ଼କୋଟି ଟଙ୍କା ହେବ ବୋଲି ଅବକାରୀ ଅଧିକାରୀ କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଚୋରା ମଦବେପାରୀ ଆକ୍ରମଣ ରେ ଅବସର ପ୍ରାପ୍ତ ଜଳସେଚନ କର୍ମଚାରୀ ଗୁରୁତର ଆହତ

ମାହାଙ୍ଗା,୨୩/୦୯/୨୦୨୧(ଓଡିଶା ସମାଚାର. /ଅଭୟ ଜେନା )-ମାହାଙ୍ଗା ଥାନା କୁମୁଡା ଜୟପୁର ଫାଣ୍ଡି ମଧୁପୁର ଗାଁରେ ଆଲୋଡନ ! ଚୋରା ମଦ …

Leave a Reply

Your email address will not be published. Required fields are marked *