ଭୁବନେଶ୍ୱର, ୦୨/୦୭/୨୦୧୯ (ଓଡ଼ିଶା ସମାଚାର)- ମଙ୍ଗଳବାର ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲା ଗୋପ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରକାଶ ପରିଡ଼ାଙ୍କୁ ବିଜୁ ଜନତା ଦଳରୁ ନିଲମ୍ବନ କରିଛନ୍ତି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି । ଓଡ଼ିଶା ସମାଚାର