ଭୁବନେଶ୍ୱର, ୧୩/୦୭/୨୦୧୯ (ଓଡ଼ିଶା ସମାଚାର)- ରାଜ୍ୟ ସୂଚନା କମିଶନ ଏବଂ ଲୋକାୟୁକ୍ତ ପାଇଁ ଜଣେ ଲେଖାଏଁ ସଦସ୍ୟଙ୍କ ନାମ ରାଜ୍ୟପାଳଙ୍କ ନିକଟକୁ ସୁପାରିଶ କରାଯାଇଛି ବୋଲି ବିରୋଧି ଦଳର ନେତା ପ୍ରଦୀପ୍ତ ନାୟକ ପ୍ରକାଶ କରିଛନ୍ତି । ରାଜ୍ୟ ଅତିଥିଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗଠିତ ଚୟନ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ସମାଚାର