Monday , June 27 2022
Breaking News
Home / ବିଶେଷ / ହାଇକୋର୍ଟ ବେଂଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଧାରଣା ୧୬ରେ

ହାଇକୋର୍ଟ ବେଂଚ ପ୍ରତିଷ୍ଠା ଦାବିରେ ବଲାଙ୍ଗୀର କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଧାରଣା ୧୬ରେ

ଭୁବନେଶ୍ୱର, ୧୩/୦୭/୨୦୧୯ (ଓଡ଼ିଶା ସମାଚାର)-ବଲାଙ୍ଗୀର ଜିଲ୍ଲାରେ ଓଡ଼ିଶା ହାଇକୋର୍ଟର ବେଂଚ ପ୍ରତିଷ୍ଠା ନେଇ ସମ୍ପୃକ୍ତ ଜିଲ୍ଲା ଓକିଲ ସଂଘ ଏବଂ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତା ୧୬ ତାରିଖ ଦିନ ବିଧାନସଭା ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯିବ ବୋଲି ଓକିଲ ସଂଘ ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

କନ୍ଧମାଳ ଜିଲ୍ଲାର ଅଗ୍ରଣୀ ଯୁବକ ସଂଘ ୟୁଥ ୱାରିୟର ପକ୍ଷରୁ ସଫେଇ ଅଭିଯାନ

ବାଲିଗୁଡା,୨୬/୦୬/୨୨(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ୟୁଥ ୱାରିୟର ପକ୍ଷରୁ ରବିବାର ଟିକାବାଲି ବସଷ୍ଟାଣ୍ଡ ଓ ମେଡିକାଲ ଛକ ଠାରେ ଥିବା …

Leave a Reply

Your email address will not be published. Required fields are marked *