Monday , October 18 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଗୋରୁ ବୋଝେଇ ଗାଡ଼ି ଓଲଟି ୨୫ ଗୋରୁ ମୃତ

ସଂକ୍ଷେପରେ ତାଜା ଖବର : ଗୋରୁ ବୋଝେଇ ଗାଡ଼ି ଓଲଟି ୨୫ ଗୋରୁ ମୃତ

ବାଲେଶ୍ୱର, ୧୫/୦୭/୨୦୧୯ (ଓଡ଼ିଶା ସମାଚାର)- ଏକ ଗୋରୁ ବୋଝେଇ ଗାଡ଼ି ଓଲଟି ୨୫ ଗୋରୁ ମୃତ୍ୟୁ ବରଣ କରିଛନ୍ତି । ମିଳିଥିବା ତାଜା ସୂଚନା ଅନୁସାରେ ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନଂ ଜାତୀୟରାଜପଥ ର ଅଳାଳପୁର ନିକଟରେ ଏକ ଗୋରୁ ବୋଝେଇ ଗାଡ଼ି ଓଲଟି ପଡ଼ିଥିଲା । ଫଳରେ ସେଥିରେ ଥିବା ୨୫ ଟି ଗୋରୁଙ୍କର ମୃତ୍ୟୁ ହୋଇଥିଲା । ଗାଡ଼ିଟି ଓଲଟି ପଡ଼ିବା ପରେ ଗାଡ଼ିର ଡ଼୍ରାଇଭର ଓ ହେଲପର ଫେରାର ହୋଇଯାଇଛନ୍ତି । ଏହି ଗୋରୁ ମାନଙ୍କୁ ପଶ୍ଚିମବଙ୍ଗ ଚାଲାଣ କରାଯାଉଥିବା ସନେ୍ଦହ କରାଯାଉଛି । ଓଡ଼ିଶା ସମାଚାର

About admin

Check Also

ବେଗୁନିଆରେ ଦିନ ଦ୍ୱିପ୍ରହରରେ ଗୁଳି ଗୁଳିକାଣ୍ଡ – ଜଣେ ଗୁରୁତର ଆହତ

ଖୋର୍ଦ୍ଧା, ୧୫/୧୦/୨୦୨୧(ଓଡ଼ିଶା ସମାଚାର)- ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ପାରିବାରିକ ଗଣ୍ଡଗୋଳରୁ ଦିନ ଦ୍ୱିପ୍ରହରରେ ଗୁଳି ଗୁଳିକାଣ୍ଡ ଘଟିଛି। ଗୁଳିମାଡରେ ବିଭୂତି …

Leave a Reply

Your email address will not be published. Required fields are marked *