Thursday , May 26 2022
Breaking News
Home / ତାଜା ଖବର / ପୋଲ ତଳୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ପୋଲ ତଳୁ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର

ଗଞ୍ଜାମ,୨୩/୦୭/୨୦୧୯(ଓଡ଼ିଶା ସମାଚାର)-ଗଞ୍ଜାମଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କୋଦଳା-ଖଲ୍ଲିକୋଟ ରାସ୍ତାର ଭରଷାମଥୁରା ଗ୍ରାମ ନିକଟସ୍ଥ ପୋଲ ତଳୁ କ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି । ଆଜି ସକାଳେ ସ୍ଥାନୀୟଲୋକେ ସେଠାକୁ ଗାଧୋଇବାକୁ ଯାଇଥିବା ବେଳେ ନବଜାତ ଶିଶୁକନ୍ୟାର ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ସେମାନେ ଏନେଇ ପୋଲିସକୁ ଖବର ଦେଇଥିଲେ । ଖଲ୍ଲିକୋଟ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି । ଓଡ଼ିଶା ସମାଚାର

About admin

Check Also

ପୁରୀ ସହର ଅଶାନ୍ତ : ଗୁଳିମାଡ଼ରେ ଜଣେ ମୃତ, ଛୁରା ମାଡ଼ରେ ଜଣେ ଗୁରୁତର ଆହତ

ପୁରୀ, ୨୪/୦୫/୨୦୨୨( ଓଡ଼ିଶା ସମାଚାର )- ପୋଲିସ କୁ ଖୋଲା ଚାଲେଂଜ କରି ଜନଗହଳିପୂର୍ଣ୍ଣ ଏମାର ମଠ ନିକଟରେ ଜଣେ …

Leave a Reply

Your email address will not be published. Required fields are marked *