Saturday , December 4 2021
Home / ବିଶେଷ / ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମର ଅଧ୍ୟକ୍ଷଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମର ଅଧ୍ୟକ୍ଷଙ୍କ ସହ ଆଲୋଚନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

                                ଭାରତ ଓ ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍ ଶକ୍ତି ସହଭାଗୀତା ଦୃଢ କରିବା ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ/ ଭୁବନେଶ୍ୱର ,୨୩/୦୭/୨୦୧୯(ଓଡ଼ିଶା ସମାଚାର / ଦୀପ୍ତିରଂଜନ କାନୁନଗୋ)- ୟୁଏସ-ଇଣ୍ଡିଆ ଷ୍ଟ୍ରାଟେଜିକ୍ ପାର୍ଟନରସିପ୍ ଫୋରମର ଅଧ୍ୟକ୍ଷ ତଥା ସିଇଓ ମୁକେଶ ଅଘିଙ୍କ ସହ ବୁଧବାର ସାକ୍ଷାତ୍ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୁଣି ଥରେ ଭାରତ-ଆମେରିକା ମଧ୍ୟରେ ଷ୍ଟ୍ରାଟେଜିକ୍ ଶକ୍ତି ସହାଭାଗୀତାକୁ ଦୃଢ କରିବା ପାଇଁ ଦ୍ୱିପକ୍ଷ ବ୍ୟାପାରକୁ ବୃଦ୍ଧି କରିବା ଦିଗରେ ଆଲୋଚନା ହୋଇଥିଲା । ସେହିପରି ଉର୍ଜା ଓ ଭିତିଭୂମି କ୍ଷେତ୍ରରେ ପୁଞ୍ଜି ନିବେଶ କରିବା ପାଇଁ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିବା ଶ୍ରୀ ପ୍ରଧାନ କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

ସଡକ ଦୁର୍ଘଟଣାରେ ଯୁବକ ମୃତ

ଭୁବନ,୦୩/୧୨/୨୦୨୧(ଓଡ଼ିଶା ସମାଚାର)- ଭୁବନ ସହର ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥର ଅନନ୍ତପୁର ନିକଟରେ ଆଜି ମଧ୍ୟାହ୍ନରେ ଏକ  …

Leave a Reply

Your email address will not be published. Required fields are marked *