Monday , January 24 2022
Breaking News
Home / ଶିକ୍ଷା / ମାଟ୍ରିକ୍ ସପ୍ଲିମେଂଟାରୀ ପରୀକ୍ଷା ପ୍ରକାଶ ପାଇଲା – ପାସ ହାର ୪୩.୬୩ ପ୍ରତିଶତ

ମାଟ୍ରିକ୍ ସପ୍ଲିମେଂଟାରୀ ପରୀକ୍ଷା ପ୍ରକାଶ ପାଇଲା – ପାସ ହାର ୪୩.୬୩ ପ୍ରତିଶତ

ଭୁବନେଶ୍ୱର , ୦୭/୦୮/୨୦୧୯(ଓଡ଼ିଶା ସମାଚାର)- ବୁଧବାର ମାଟ୍ରିକ୍ ସପ୍ଲିମେଂଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ୨୬ ହଜାର ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୧୧ ହଜାର ୪୪୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଯାହାକି ପାସ ହାର ୪୩.୬୩ ପ୍ରତିଶତ ।  ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବୋର୍ଡ଼ ସଭାପତି ଜାହାନ ଆରା ବେଗମ ପରୀକ୍ଷା ଫଳ ପୁସ୍ତିକାକୁ ଉନ୍ମୋଚନ କରିଥିଲେ । ଚଳିତ ବର୍ଷ ଜୁଲାଇ ୨୧ ତାରିଖରୁ ଖାତା ଦେଖା ଆରମ୍ଭ ହୋଇ ୨୩ ତାରିଖ ପର୍ଯ୍ୟନ୍ତ ୧୨ ଟି ମୂଲ୍ୟାୟନ କେନ୍ଦ୍ରରେ ଖାତାଦେଖା କାର୍ଯ୍ୟ ଚାଲିଥିଲା । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ

 କେନ୍ଦ୍ରାପଡା, ୧୨/୧/୨୦୨୨ (ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସ୍ୱଂୟଶାସିତ ମହାବିଦ୍ୟାଳୟରେ ସ୍ୱାମୀ ବିବେକାନନ୍ଦଙ୍କ ପୂଣ୍ୟତିଥିରେ ଜତୀୟ ଯୁବ ଦିବସ ପାଳିତ ହୋଇଯାଇଛି । …

Leave a Reply

Your email address will not be published. Required fields are marked *