ଭୁବନେଶ୍ୱର , ୧୭/୦୮/୨୦୧୯(ଓଡ଼ିଶା ସମାଚାର)-ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଓଡିଶାର ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କର ସଫଳତା କାମନା କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । ଓଡ଼ିଶା ସମାଚାର