Tuesday , October 19 2021
Breaking News
Home / ବିଶେଷ / ଓ.ଆଇ.ସି.ଟି.କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରରେ ସ୍ୱାଧୀନତା ଦିବସ ପାଳିତ

ଓ.ଆଇ.ସି.ଟି.କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରରେ ସ୍ୱାଧୀନତା ଦିବସ ପାଳିତ

 

କେନ୍ଦ୍ରାପଡା ୧୬/୦୮/୨୦୧୯(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ସହରର ମୀରପାଟଣାସ୍ଥିତ ଓ.ଆଇ.ସି.ଟି.କମ୍ପ୍ୟୁଟର ଶିକ୍ଷାକେନ୍ଦ୍ରରେ ୭୩ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବରିଷ୍ଠ ଆଇନଜୀବି ପ୍ରଦୀପ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତୋଳନ କରି ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କୁ ଦେଶପ୍ରେମରେ ଉଦବୁଧ ହେବାକୁ ଆହ୍ୱାନ ଦେଇଥିଲେ ।  ଏହି ଅବସରରେ ମୁଖ୍ୟ ଅତିଥି  ଓ  ଶିକ୍ଷାକେନ୍ଦ୍ରର ଶିକ୍ଷକ,ଷ୍ଟାଫ ଓ ଛାତ୍ରଛାତ୍ରୀମାନେ ସ୍ୱଛ ଭାରତ ଅଭିଯାନରେ ମୀରପାଟଣା ମୁଖ୍ୟ ରାସ୍ତାର ସଫେଇ କାର୍ଯ୍ୟ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶିକ୍ଷାକେନ୍ଦ୍ରର ମୁଖ୍ୟ ଦିଲ୍ଲିପ କୁମାର ଜେନା,ଧନେଶ୍ୱର ଜେନା,ପ୍ରଭାତ କୁମାର ବେହେରା,ଲିପ୍ସାମୟୀ ଦାସ,ଲିଜା,ଶ୍ରବଣ କୁମାରଙ୍କ ସମେତ ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଗଜଲକ୍ଷ୍ମୀ ପୂଜା ପାଇଁ କେନ୍ଦ୍ରାପଡା ସହରରେ ୨୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

କେନ୍ଦ୍ରାପଡ଼ା, ୧୯/୧୦/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ାର ଗଣପର୍ବ ଗଜଲକ୍ଷ୍ମୀ ପୂଜା ପାଇଁ ଜିଲ୍ଲା ପ୍ରଶାସନ ବେସ ତତ୍ପର ହୋଇ ଉଠିଥିବା ଦେଖାଯାଇଛି …

Leave a Reply

Your email address will not be published. Required fields are marked *