Wednesday , October 27 2021
Breaking News
Home / ବିଶେଷ / ସବୁ ବିଭାଗର ସଚିବଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ

ସବୁ ବିଭାଗର ସଚିବଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର , ୨୧/୦୮/୨୦୧୯(ଓଡ଼ିଶା ସମାଚାର)-ରାଜ୍ୟ ମୁଖ୍ୟ ଶାସନ ସଚିବ ଅସୀତ୍ ତ୍ରିପାଠୀ ନୂତନ ଦାୟିତ୍ୱ ଗ୍ରହଣ କରିବାପରେ ମଙ୍ଗଳବାର ଦିନ ଲୋକସେବାଭବନ ପ୍ରକୋଷ୍ଠରେ ବିଭିନ୍ନ ବିଭାଗରସଚିବ ମାନଙ୍କ ସହିତ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ୫ – ଟି ସୂତ୍ରକୁ ପ୍ରତି ବିଭାଗରେ ଲାଗୁ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା । ଫାଇଲ ଗୁଡିକୁ ପକାଇ ନରଖି ତୁରନ୍ତ ଶେଷ କରିବା ଏବଂ ସରକାରଙ୍କ ବିଭିନ୍ନ ଯୋଜନାର କାର୍ଯ୍ୟକାରୀତା ଉପରେ ସମୀକ୍ଷା କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

ଯୁବ ରେଡକ୍ରସର ସଙ୍କୁଳ ସ୍ତରୀୟ ଶିବିର ଉଦଘାଟିତ 

ବାଲିଗୁଡ଼ା,୨୬/୧୦/୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ କନ୍ଧମାଳ ଜିଲ୍ଲାର ଦ୍ଵିତୀୟ ଯୁବ ରେଡକ୍ରସ୍ …

Leave a Reply

Your email address will not be published. Required fields are marked *