Monday , June 27 2022
Breaking News
Home / ବିଶେଷ / ଜଷ୍ଟିସ୍ ବି.ପି. ଦାସ ଓଏଚଆରସି ଅଧ୍ୟକ୍ଷ ନିଯୁକ୍ତ

ଜଷ୍ଟିସ୍ ବି.ପି. ଦାସ ଓଏଚଆରସି ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୩/୦୮/୨୦୧୯(ଓଡ଼ିଶା ସମାଚାର)- ରାଜ୍ୟ ମାନବାଧିକାର କମିଶନ (ଓଏଚଆରସି) ଅଧ୍ୟକ୍ଷ ଭାବେ ଗୁରୁବାର ଜଷ୍ଟିସ ବିମଳ ପ୍ରସାଦ ଦାସଙ୍କୁ ନିଯୁକ୍ତି ଦିଆଯାଇଛି । ପୂର୍ବରୁ ସେ ପୁରୀ ଶ୍ରୀମନ୍ଦିର ସଂସ୍କାର କମିଶନର ଜଣିକିଆ ଅଧ୍ୟକ୍ଷ ଥିଲେ । ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଓଏଚଆରସିର ଅଧ୍ୟକ୍ଷ ଓ ସଦସ୍ୟ ନିଯୁକ୍ତି ପାଇଁ ବୈଠକ ବସିଥିଲା । ଏଥିରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ବିରୋଧୀ ଦଳ ନେତା ପ୍ରଦୀପ୍ତନାୟକ, ଆଇନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ । ଓଡ଼ିଶା ସମାଚାର

About admin

Check Also

କଟକ ଜିଲ୍ଲାପାଳଙ୍କ ନାମରେ ଜାଲ ହ୍ଵାଟ୍ସଆପ ଆକାଉଣ୍ଟ ସୃଷ୍ଟି –

କଟକ ସାଇବର ଥାନାରେ ଏତଲା ଦାୟର କଲେ ଜିଲ୍ଲାପାଳ କଟକ ,୨ ୬ /୦୬/୨୦୨୨(ଓଡ଼ିଶା ସମାଚାର /ଦେବାଶିଷ ରଥ)- କଟକ …

Leave a Reply

Your email address will not be published. Required fields are marked *