Tuesday , January 18 2022
Breaking News
Home / ବିଶେଷ / କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

 

ଇସ୍ପାତ ଉତ୍ପାଦନ, ପାରମ୍ପରିକ ଓ ଅଣପାରମ୍ପରିକ ଏବଂ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭/୦୮/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ଉଭୟେ ଇସ୍ପାତ ଉତ୍ପାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ ଜାପାନର ସମ୍ପର୍କକୁ ମଜବୁତ କରିବା ପାଇଁ ଆଲୋଚନା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ପଞ୍ଚାୟତ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ମୃତ୍ୟୁ ଜନିତ ଅନୁକମ୍ପା ରାଶି ଘୋଷଣା କଲେ ରାଜ୍ୟ ନିର୍ବାଚନ ଆୟୋଗ

ଭୁବନେଶ୍ୱର, ୧୮/୧/୨୦୨୨ (ଓଡ଼ିଶା ସମାଚାର)- ପଞ୍ଚାୟତ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ନିର୍ବାଚନ ଆୟୋଗ …

Leave a Reply

Your email address will not be published. Required fields are marked *