ଗଂଜାମ,୦୫/୦୯/୨୦୧୯(ଓଡ଼ିଶା ସମାଚାର)- ଶୁକ୍ରବାର ଗଂଜାମ ଜିଲାର ସ୍କୁଲ ଓ ଅଙ୍ଗନୱାଡ଼ି ବନ୍ଦ ରହିବ । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳ ଜିଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କୁ ଛୁଟି ଘୋଷଣା କରିଛନ୍ତି । କିନ୍ତୁ ଶିକ୍ଷକମାନେ ଉପସ୍ଥିତ ରହିବେ । ସ୍କୁଲ ଗୁଡ଼ିକୁ ଆଶ୍ରୟସ୍ଥଳ ଭାବେ ବ୍ୟବହାର କରାଯିବ । ଓଡ଼ିଶା ସମାଚାର