Thursday , May 26 2022
Breaking News
Home / ବିଶେଷ / ପାଂଚଦନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଉଦି ଶକ୍ତିମନ୍ତ୍ରୀଙ୍କ ସହ କଲେ ଆଲୋଚନା

ପାଂଚଦନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଉଦି ଶକ୍ତିମନ୍ତ୍ରୀଙ୍କ ସହ କଲେ ଆଲୋଚନା

ସାଉଦିଆରବ/ନୂଆଦିଲ୍ଲୀ/ଭୁବନେଶ୍ୱର,୦୮/୦୯/୨୦୧୯(ଓଡ଼ିଶା ସମାଚାର)- ପାଂଚଦନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସାଉଦିଆରବର ଜିଦ୍ହା ଠାରେ ସେଠାକାର ଶକ୍ତି ମନ୍ତ୍ରୀ ଏଚ୍ଆର୍ଏଚ୍ ପ୍ରିନ୍ସ ଅବଦୁଲ ଅଜୀଜ ସଲମାନଙ୍କୁ ସାକ୍ଷାତ୍ କରିଛନ୍ତି । ଏହି ଅବସରରେ ସାଉଦି ମନ୍ତ୍ରୀ ହାଇଡ୍ରୋକାର୍ବନ ରପ୍ତାନୀ ଦିଗରେ ସାଉଦିଆରବ ଭାରତ ସହ ଏକ ବିଶ୍ୱାସନୀୟ ଏବଂ ସ୍ଥାୟୀ ଭାଗିଦାରୀ ହୋଇ ରହିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ସେହିପରି ସାଉଦିଆରବ ଭାରତରେ ପୁଞ୍ଜିନିବେଶ କରିବା ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ଉଭୟଙ୍କ ଆଲୋଚନାରୁ ଜଣାପଡିଛି । ଓଡ଼ିଶା ସମାଚାର

About admin

Check Also

ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଗଜପତି କୃଷ୍ଣଚନ୍ଦ୍ର ନାରାୟଣ ଦେବଙ୍କ ଅବଦାନ ଅତୁଳନୀୟ

ଭୁବନେଶ୍ୱର , ୨୫/୦୫/୨୦୨୨( ଓଡ଼ିଶା ସମାଚାର )-: ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସୂତ୍ରଧର, ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ …

Leave a Reply

Your email address will not be published. Required fields are marked *