Thursday , June 30 2022
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ରାଜଧାନୀରୁ ପୁଣି ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ସଂକ୍ଷେପରେ ତାଜା ଖବର : ରାଜଧାନୀରୁ ପୁଣି ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର ,୧୦/୦୯/୨୦୧୯(ଓଡ଼ିଶା ସମାଚାର)- ରାଜଧାନୀରୁ ପୁଣି ୨୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଥିବାବେଳେ ଜଣେ ଗିରଫ ହୋଇଛନ୍ତି । ଡ଼ିସିପି ଅନୁପ ସାହୁଙ୍କ ସୂଚନା ଅନୁସାରେ ଖଣ୍ଡଗିରି ଥାନା ପୋଲିସ ଓ ସ୍ପେଷାଲ ସ୍କ୍ୱାର୍ଡ଼ ଚଢ଼ାଉ କରି ୨୫୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହିତ ଜଣକୁ ଗିରଫ କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ପୁରୀରେ ଫୁଟିଲା ବୋମା , ଜଣେ ଆହତ

ପୁରୀ, ୨୪/୬/୨୦୨୨(ଓଡ଼ିଶା ସମାଚାର)- ପୁରୀ ରେ ବୋମାମାଡ଼ । ସଦର ଥାନା ଅନ୍ତର୍ଗତ ମୁକୁନ୍ଦ ମିଶ୍ର ନଗରରେ ଆଜି ରାତିରେ …

Leave a Reply

Your email address will not be published. Required fields are marked *