Thursday , October 21 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ, ୪ ଅଟକ

ସଂକ୍ଷେପରେ ତାଜା ଖବର : କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ, ୪ ଅଟକ

ବାଲେଶ୍ୱର,୧୪/୦୯/୨୦୧୯(ଓଡ଼ିଶା ସମାଚାର)-ବାଲେଶ୍ୱର ଅଡ଼ର ବଜାରରେ ଡ଼ିଏସପି ମନୋଜ ରାଉତ ଙ୍କ ନେତୃତ୍ୱରେ ଏକ ଟିମ ଚଢ଼ଉ କରି ୧ କେଜି ବ୍ରାଉନ ସୁଗାର ଜବତ କରାଯିବା ସହ ସେକ୍ ହାଇଦର ସହ ଅନ୍ୟ ୩ ଜଣଙ୍କୁ ଅଟକ ରଖାଯାଇଛି । ଜବତ ବ୍ରାଉନସୁଗାରର ମୂଲ୍ୟ କୋଟିଏ ଟଙ୍କାରୁ ଅଧିକ ହେବ ବୋଲି କୁହାଯାଉଛି । ଓଡ଼ିଶା ସମାଚାର

About admin

Check Also

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଜଣ ପର୍ୟ୍ୟଟକ – ଜଣେ ମହିଳା ପର୍ଯ୍ୟଟକ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ପୁରୀ ୧୯/୧୦/୨୦୨୧(ଓଡ଼ିଶା ସମାଚାର)- ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ । ଭାସିଗଲେ ଦୁଇ ଜଣ ପର୍ୟ୍ୟଟକ । ଚକ୍ରତୀର୍ଥ …

Leave a Reply

Your email address will not be published. Required fields are marked *