Friday , September 29 2023
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : କଟକରୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

ସଂକ୍ଷେପରେ ତାଜା ଖବର : କଟକରୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

କଟକ,୧୫/୦୯/୨୦୧୯(ଓଡ଼ିଶା ସମାଚାର)- କଟକ ରୁ ୯୨ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି । କେନ୍ଦ୍ରାଂଚଳ ଅବକାରୀ ଗୁଇନ୍ଦା ବିଭାଗ ଗଡ଼ଗଡ଼ିଆ ଘାଟରେ ଚଢ଼ଉ କରି ଏହି ବ୍ରାଉନସୁଗାର ଜବତ କରି ସମ୍ପୃକ୍ତ ମାଛୁଆବଜାରର ବଳରାମ ବେହେରାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *