ଭୁବନେଶ୍ୱର, ୨୦/୦୯/୨୦୧୯(ଓଡ଼ିଶା ସମାଚାର)- ଭିତରକନିକାରେ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ଏଥିପାଇଁ ୨ ଟିମ୍ ନିୟୋଜିତ କରାଯାଇଛି । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ପକ୍ଷୀ ଗଣନା କାର୍ଯ୍ୟ ଚାଲିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶା ସମାଚାର