Sunday , October 2 2022
Breaking News
Home / ପର୍ଯ୍ୟଟନ ଓ ସଂସ୍କୃତି / ଭିତରକନିକାରେ ପକ୍ଷୀ ଗଣନା

ଭିତରକନିକାରେ ପକ୍ଷୀ ଗଣନା

ଭୁବନେଶ୍ୱର, ୨୦/୦୯/୨୦୧୯(ଓଡ଼ିଶା ସମାଚାର)- ଭିତରକନିକାରେ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ଏଥିପାଇଁ ୨ ଟିମ୍ ନିୟୋଜିତ କରାଯାଇଛି । ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ପକ୍ଷୀ ଗଣନା କାର୍ଯ୍ୟ ଚାଲିବ ବୋଲି ବନ ବିଭାଗ ପକ୍ଷରୁ କୁହାଯାଇଛି । ଓଡ଼ିଶା ସମାଚାର

Leave a Reply

Your email address will not be published.