Thursday , September 28 2023
Home / ରାଜନୀତି / ରୋହିତ ପୂଜାରୀ ଉପମୁଖ୍ୟ ସଚେତକ ନିଯୁକ୍ତ

ରୋହିତ ପୂଜାରୀ ଉପମୁଖ୍ୟ ସଚେତକ ନିଯୁକ୍ତ

ଭୁବନେଶ୍ୱର,୨୪/୦୯/୨୦୧୯ ( ଓଡ଼ିଶା ସମାଚାର)-ରେଢାଖୋଲର ବିଜେଡି ବିଧାୟକ ରୋହିତ ପୂଜାରୀଙ୍କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ୱିତୀୟ ଥର ପାଇଁ ବିଧାନସଭରେ ସରକାରୀ ଦଳ ଉପମୁଖ୍ୟ ସଚେତକ ଭାବେ ନିଯୁକ୍ତି ଦେଇଛନ୍ତି । ଏଥିନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପଦବୀରେ ପ୍ରଥମେ ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ନିଯୁକ୍ତି ମିଳିଥିଲା । ସୋମବାର ତାଙ୍କ ସ୍ଥାନରେ ରୋହିତ ପୂଜାରୀଙ୍କୁ ନିଯୁକ୍ତି ମିଳିଛି । ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *