Wednesday , December 8 2021
Home / ତାଜା ଖବର / ମାଟିକାନ୍ଥ ପଡି ନାବାଳିକା ଗୁରୁତର

ମାଟିକାନ୍ଥ ପଡି ନାବାଳିକା ଗୁରୁତର

ସାଲେପୁର, ୨୭/୦୯/୨୦୧୯ (ଓଡ଼ିଶା ସମାଚାର/ଅଭୟ ଜେନା) – ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଘର ମଧ୍ୟରେ ଶୋଇଥିବା ତେନ୍ତୋଳ ପଂଚାୟତ ପାଟପୁର ଗ୍ରାମର ବିଳାସ ଭୋଇଙ୍କ ଝିଅ ସସ୍ମିତା ଭୋଇ (୧୬)ଙ୍କ ଉପରେ ମାଟିକାନ୍ଥ ପଡିଯିବାରୁ ସେ ଗୁରୁତର ଆହତ ହୋଇଥିଲେ । ତାଙ୍କୁ କାନ୍ଥତଳୁ ଉଦ୍ଧାର କରାଯାଇ ପ୍ରଥମେ ସାଲେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତି କରାଯାଇଥିବାବେଳେ ସେଠାରେ ତାଙ୍କର ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡ଼ିକାଲକୁ ପଠାଯାଇଥିବା ଜଣାଯାଇଛି । ଓଡ଼ିଶା ସମାଚାର

About admin

Check Also

ଶିକାରୀ ଗୁଳିରେ ମହିଳା ଆହତ

ଫୁଲବାଣୀ/ଖଜୁରୀପଡ଼ା,୦୪/୧୨/୨୦୨୧(ଓଡ଼ିଶା ସମାଚାର)-ଜଙ୍ଗଲରୁ କାଠ ସଂଗ୍ରହ କରି ଫେରୁଥିବାବେଳେ ଶିକାରୀ ଗୁଳି ରେ ଜଣେ ମହିଳା ଆହତ ହୋଇଛନ୍ତି । ପ୍ରାପ୍ତ …

Leave a Reply

Your email address will not be published. Required fields are marked *