Saturday , October 23 2021
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ସଡ଼କ ଦୁର୍ଘଟଣାରେ ୩ ବାଇକ୍ ଆରୋହୀ ଙ୍କ ମୃତ୍ୟୁ

ସଂକ୍ଷେପରେ ତାଜା ଖବର : ସଡ଼କ ଦୁର୍ଘଟଣାରେ ୩ ବାଇକ୍ ଆରୋହୀ ଙ୍କ ମୃତ୍ୟୁ

ନିଶ୍ଚିନ୍ତକୋଇଲି ,୨୩/୧୦/୨୦୧୯(ଓଡ଼ିଶା ସମାଚାର)- ନିଶ୍ଚିନ୍ତକୋଇଲି ବ୍ଲକ୍ ଅନ୍ତର୍ଗତ କେନ୍ଦୁପାଟଣା ଠାରେ ଏକ ସଡ଼କ ଦୁର୍ଘଟଣାରେ ୩ ଜଣ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଙ୍କ ପରିଚୟ ମିଳିନଥିବାବେଳେ କେଉଁ ଗାଡ଼ି ଧକା ଦେଲା ତାହା ମଧ୍ୟ ଜଣାପଡ଼ିନାହିଁ । ତେବେ ଏକ ବାଇକ୍ ରେ ୩ ଜଣ ଯୁବକ କଟକ ଅଭିମୁଖେ ଯାଉଥିବାବେଳେ ଏକ ଅଜଣା ଗାଡ଼ି ତାଙ୍କୁ ଧକା ଦେଇ ଫେରାର ହୋଇଯାଇଛି । ଗୁରୁତର ଆହତ ୩ ଯୁବକଙ୍କୁ ପୋଲିସ୍ ହସପିଟାଲକୁ ନେଇଥିବାବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଦାଦାବଟିକୁନେଇ ମହିଳା ଙ୍କୁ ଗୁଳି ମାଡ଼

ପୁରୀ ୨୦/୧୦/୨୦୨୧(ଓଡ଼ିଶା ସମାଚାର)- ଦାଦାବଟିକୁନେଇ ଗତକାଲି ବିଳମ୍ବିତ ରାତିରେ ପୁରୀରେ ଜଣେ ମହିଳାଙ୍କୁ ଗୁଳି ମାଡ଼ ହୋଇଛି । ଗୁଳିମାଡରେ …

Leave a Reply

Your email address will not be published. Required fields are marked *