Wednesday , December 7 2022
Breaking News
Home / ବିଶେଷ / ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅବସରପ୍ରାପ୍ତ କର୍ମଚାରୀଙ୍କ ପରଲୋକ

କେନ୍ଦ୍ରାପଡା, ୨୯/୧୦/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଅବସରପ୍ରାପ୍ତ ବରିଷ୍ଠ କିରାଣୀ ଗୈାର କିଶୋର ଦାସଙ୍କର ଗତ ଶନିବାର ୭୮ବର୍ଷ ବୟସରେ କପାଳେଶ୍ୱରସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କ ମୃତୁ୍ୟ ଖବରପାଇ ସ୍ଥାନୀୟ ଅଚଂଳରେ ଗଭୀର ଶୋକ ପ୍ରକାଶ ପାଇଛି । ପୁରୀ ସୂର୍ଗ ଦ୍ୱାର ଠାରେ ସୂର୍ଗତ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିବା ବେଳେ ଜ୍ୟେଷ୍ଠପୁତ୍ର କାମିନି  ମୁଖାଗ୍ନି ଦେଇଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.