Tuesday , December 7 2021
Breaking News
Home / ବିଶେଷ / ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଙ୍ଘର ବନ୍ଧୁ ମିଳନ ୫ରେ

ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଙ୍ଘର ବନ୍ଧୁ ମିଳନ ୫ରେ

କେନ୍ଦ୍ରାପଡା ୦୧/୧୧/୨୦୧୯(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲା ଅବସରପ୍ରାପ୍ତ ବ୍ୟାଙ୍କ କର୍ମଚାରୀ ସଙ୍ଘର ଏକ ବନ୍ଧୁ ମିଳନ ଉତ୍ସବ ଆସନ୍ତା ୫ତାରିଖ ପୂର୍ବାହ୍ନ ୧୧ଟା ସମୟରେ ଇଛାପୁରସ୍ଥିତ ଶ୍ରୀବଳଦେବଜୀଉଙ୍କ ମନ୍ଦିର ପରିସରରେ ସଂଘର ସାଧାରଣ ସମ୍ପାଦକ ଗଣେଶ୍ୱର ମେକାପଙ୍କ ପ୍ରାୟୋଜିତରେ ଅନୁଷ୍ଠିତ ହେବ । ସଙ୍ଘର ସମସ୍ତ ସଦସ୍ୟ ଏହି ବନ୍ଧୁ ମିଳନ ଉତ୍ସବରେ ଯୋଗଦେବାକୁ ସଙ୍ଘର ସାଧାରଣ ସମ୍ପାଦକ ଶ୍ରୀ ମେକାପ ନିବେଦନ କରିଛନ୍ତି ।  ଓଡ଼ିଶା ସମାଚାର

About admin

Check Also

ଏମ୍ ରାମପୁର କୁ ରାଜସ୍ୱ ଉପଖଣ୍ଡ ମାନ୍ୟତା ଦାବି ରେ ୧୨ ଘଣ୍ଟିଆ ବନ୍ଦ ପାଳନ

କଳାହାଣ୍ଡି ,୬/୧୨/୨୧(ଓଡିଶା ସମାଚର /ସଂଜୟ ସିଂହ)-କଳାହାଣ୍ଡି ଜିଲ୍ଲା ରେ ଦିର୍ଘ ୪୦ବର୍ଷ ହେଲା ଏମ୍ ରାମପୁର ବ୍ଲକ କୁ ରାଜସ୍ୱ …

Leave a Reply

Your email address will not be published. Required fields are marked *