Wednesday , October 20 2021
Breaking News
Home / ତାଜା ଖବର / ଅଗ୍ନିକାଣ୍ଡରେ ୨ ବଖରା ପୋଡି ପାଉଁଶ

ଅଗ୍ନିକାଣ୍ଡରେ ୨ ବଖରା ପୋଡି ପାଉଁଶ

କେନ୍ଦ୍ରାପଡା ୦୨/୧୧/୨୦୧୯(ଓଡ଼ିଶା ସମାଚାର)-ଆକସ୍ମିକ ଅଗ୍ନିକାଣ୍ଡରେ ୨ ବଖରା ଚାଳଘର ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିିଛି । କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଓସ୍ତପୁର ଗ୍ରାମ  ପଂଚାୟତର ଦେପୁର ଗ୍ରାମରେ ଶନିବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଉମେଶ ମଲ୍ଲିକଙ୍କ ରୋଷେଇ ଚୁଲାରୁ  ନିଆଁ ଉଠି ଚାଳଘରେ ଲାଗିଯାଇଥିଲା । ଖବର ପାଇ କେନ୍ଦ୍ରାପଡା ଅଗ୍ନିଶମ ବାହିନିର କର୍ମଚାରୀମାନେ ଘଟଣା ସ୍ଥଳରେ ପହଂଚି  ନିଆଁକୁ ଆୟତ୍ତ କରିଥିଲେ । ଏହି ଅଗ୍ନିକାଣ୍ଡରେ ତାଙ୍କର ପ୍ରାୟ ୫୦ ହଜାରରୁ ଉଦ୍ଧ୍ୱର୍ ଟଙ୍କାର ସଂପତି ପୋଡି ନଷ୍ଟ ହୋଇଯାଇଥିବା ପ୍ରାଥମିକ ଆକଳନରୁ ଜଣାପଡିଛି ।  ଓଡ଼ିଶା ସମାଚାର

About admin

Check Also

ମାଟି ଖୋଳି ଗଳିତ ମୃତ ଦେହ ଉଦ୍ଧାର କଲା ପୋଲିସ୍ – ତାହା ନିଖୋଜ ଅଧ୍ୟକ୍ଷା ଙ୍କର କି ଅନ୍ୟ କାହାର ଜଣାପଡ଼ିନାହିଁ

କଳାହାଣ୍ଡି,୧୯/୧୦/୨୦୨୧(ଓଡ଼ିଶା ସମାଚାର)- ନିଖୋଜ ଘରୋଇ କଲେଜ ଅଧ୍ୟକ୍ଷା ମମତା ମେହେର ଙ୍କ ପତା ପାଉନି ପୋଲିସ୍ । ଗତକାଲି ରାତିରୁ …

Leave a Reply

Your email address will not be published. Required fields are marked *