Tuesday , October 26 2021
Breaking News
Home / ସ୍ୱାସ୍ଥ୍ୟ / ଆଉ ୪୦୮ ଜଣ କରୋନା ସଂକ୍ରମିତ ସୁସ୍ଥ ହେଲେ

ଆଉ ୪୦୮ ଜଣ କରୋନା ସଂକ୍ରମିତ ସୁସ୍ଥ ହେଲେ

ଭୁବନେଶ୍ୱର, ୧୧/୧୨/୨୦୨୦ (ଓଡ଼ିଶା ସମାଚାର)- ଆଜି ଆଉ ୪୦୮ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩୧୮୨୭୮ ଜଣ ସୁସ୍ଥ ହୋଇଛନ୍ତି। ଖୋର୍ଧାରୁ ସର୍ବାଧିକ ୩୬ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୩୪, କଟକରୁ ୩୩, ଅନୁଗୋଳରୁ ୩୨, ପୁରୀରୁ ୩୧, ବରଗଡରୁ ୩୦, କଳାହାଣ୍ଡିରୁ ୨୮, ବଲାଙ୍ଗୀରରୁ ୨୫, କେନ୍ଦ୍ରାପଡାରୁ ୧୮, ବାଲେଶ୍ୱରରୁ ୧୭ ଓ ସୁନ୍ଦରଗଡରୁ ୧୬ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ଜଗତସିଂହପୁର, ନୂଆପଡା ଓ ସମ୍ବଲପୁରରୁ ୧୪ ଜଣ ଲେଖାଏଁ, ଯାଜପୁରରୁ ୯, ଗଞ୍ଜାମରୁ ୭, ଢେଙ୍କାନାଳରୁ ୫, ଝାରସୁଗୁଡାରୁ ୫, କୋରାପୁଟରୁ ୫, ରାୟଗଡାରୁ ୪, ନବରଙ୍ଗପୁରରୁ ୩, ସୋନପୁରରୁ ୩, ଭଦ୍ରକରୁ ୨, ଦେବଗଡରୁ ୨ ଓ ମାଲକାନଗିରିରୁ ଜଣେ ଆକ୍ରାନ୍ତ ଚିକିତ୍ସା ପରେ ଆରୋଗ୍ୟଲାଭ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୭ କରୋନା ସଂକ୍ରମିତ ଚିହ୍ନଟ – ୮୬ ଜଣ ଶିଶୁ ଆକ୍ରାନ୍ତ – ୩ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୨/୧୦/୨୦୨୧(ଓଡ଼ିଶା ସମାଚାର/ସସ୍ମିତା ନାୟକ)- ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୪୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ଚିହ୍ନଟ …

Leave a Reply

Your email address will not be published. Required fields are marked *