Saturday , October 16 2021
Breaking News
Home / ପର୍ଯ୍ୟଟନ ଓ ସଂସ୍କୃତି / ଚଳିତ ବର୍ଷ ବରଗଡ ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ବନ୍ଦ୍

ଚଳିତ ବର୍ଷ ବରଗଡ ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ବନ୍ଦ୍

ବରଗଡ଼ ୧୩/୧୨/୨୦୨୦(ଓଡ଼ିଶା ସମାଚାର)- ଚଳିତ ବର୍ଷ ହେବନି ବରଗଡ ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ବରଗଡର ବିଶ୍ୱ ପ୍ରସିଦ୍ଧ ୭୨ ତମ ଧନୁଯାତ୍ରା ବାତିଲ କରାଯାଇଛି । ଏ ନେଇ ଜିଲ୍ଲାପାଳ ଜ୍ୟୋତିରଞ୍ଜନ ଦାସ ଧନୁଯାତ୍ରା ମହୋତ୍ସବ ସମିତି ବୈଠକରେ ଆଲୋଚନା କରିବା ପରେ ଏହି ନିଷ୍ପତ୍ତି ହୋଇଛି ।
ଆଜି ଜିଲ୍ଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଡିଆରଡିଏ ସମ୍ମିଳନୀ କକ୍ଷରେ ଧନୁଯାତ୍ରା ମହୋତ୍ସବ ସମିତି ବୈଠକ ଅନୁଷ୍ଠିତ ହୋଇଥିଲା ।କରୋନା ମହାମାରୀ କୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଧନୁଯାତ୍ରା ହେବ କି ନାହିଁ ସେ ଉପରେ ଆଲୋଚନା ହେବା ସହ ଗତ ବର୍ଷ ଖର୍ଚ୍ଚ ଆୟବ୍ୟୟ ଉପରେ ଆଲୋଚନା ହୋଇଥିଲା । ଓଡ଼ିଶା ସମାଚାର

About admin

Check Also

କଳାହାଣ୍ଡି ଜିଲା ରେ ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ପକ୍ଷରୁ ମହାମହିମ ରାଷ୍ଟ୍ରପତି ଙ୍କ ଉଦ୍ଧେଶ୍ୱ ରେ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ

କଳାହାଣ୍ଡି ,୧୫/୧୦/ ୨୦୨୧ (ଓଡିଶା ସମାଚାର /ସଂଜୟ ସିଂହ) – ଜାତି ଆଧାରିତ ଜନଗଣନା, ତିନି ଗୋଟି କୃଷି ଆଇନ୍ …

Leave a Reply

Your email address will not be published. Required fields are marked *