Saturday , May 28 2022
Breaking News
Home / ବିଶେଷ / ଆଜି ସନ୍ଧ୍ୟାରେ କ୍ୟାବିନେଟ୍ ବୈଠକ

ଆଜି ସନ୍ଧ୍ୟାରେ କ୍ୟାବିନେଟ୍ ବୈଠକ

ଭୁବନେଶ୍ୱର, ୧୪/୧୨/୨୦୨୦ (ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡ଼ିଓ କନଫରେନସିଂ ଜରିଆରେ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ଆଜି ସନ୍ଧ୍ୟା ୫ ଟା ବେଳେ ଏହି ବୈଠକ ଅନୁଷ୍ଠିତ ହେବ । ଗତ ସପ୍ତାହରେ କ୍ୟାବିନଟେ ବୈଠକ ଅନୁଷ୍ଠିତ ହୋଇଥିଲେ ମଧ୍ୟ ଆଜି ହଠାତ କ୍ୟାବିନେଟ ବୈଠକ ବସୁଥିବାରୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମରାଯିବାର ସମ୍ଭାବନା ରହିଛି । ଓଡ଼ିଶା ସମାଚାର

About admin

Check Also

ଭିନ୍ନକ୍ଷମ ଓ ବରିଷ୍ଠ ନାଗରିକ ଙ୍କ ସ୍ୱତନ୍ତ୍ର ଉପକରଣ ନିମନ୍ତେ ଶିବିର

ଗରଦପୁର, ୨୭/୦୫/୨୦୨୨( ଓଡ଼ିଶା ସମାଚାର )-  ADIP ଓ  RVY  ଯୋଜନା ମାଧ୍ୟମରେ ସ୍ୱତନ୍ତ୍ର ଚିହ୍ନଟ ଶିବିର ଗରଦପୁର ବ୍ଲକ୍ …

Leave a Reply

Your email address will not be published. Required fields are marked *