Monday , October 18 2021
Breaking News
Home / ସ୍ୱାସ୍ଥ୍ୟ / ଆଉ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଆଉ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର, ୧୬/୧୨/୨୦୨୦ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୦, ୨୦୮କୁ ବୃଦ୍ଧି ଘଟିଛି। ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ସୁନ୍ଦରଗଡରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୂରଭଞ୍ଜରୁ ୨୩, ବରଗଡରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୧୯, ପୁରୀରୁ ୧୮, ନୂଆପଡାରୁ ୧୬, ବାଲେଶ୍ଵରରୁ ୧୫, କେନ୍ଦୁଝରରୁ ୧୩, ସମ୍ବଲପୁରରୁ ୧୧, ଝାରସୁଗୁଡାରୁ ୯, ଜଗତସିଂହପୁରରୁ ୮, ଯାଜପୁରରୁ ୭, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଗଞ୍ଜାମରୁ ୫, ନବରଙ୍ଗପୁରରୁ ୫, ମାଲକାନଗିରିରୁ ୪, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ନୟାଗଡରୁ ୧, ରାୟଗଡାରୁ ୧ ଓ ରାୟଗଡାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଓଡ଼ିଶା ସମାଚାର

About admin

Check Also

ମେରୁଦଣ୍ଡ ରୋଗ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ ଏବଂ ଶୀଘ୍ର ଚିକିତ୍ସା କରିବା ଅତ୍ୟନ୍ତ ଜରୁରି ଅଟେ

ଭୁବନେଶ୍ୱର,୧୬/୧୦/୨୦୨୧(ଓଡ଼ିଶା ସମାଚାର)- ବାର୍ଦ୍ଧକ୍ୟ ପ୍ରକ୍ରିୟା ହେତୁ ସାଧାରଣ ଟିସୁ ଗଠନ ଏବଂ କାର୍ଯ୍ୟର କ୍ଷୟକୁ ଡିଜେରେଟିଭ୍ ରୋଗ ବୋଲି କୁହାଯାଏ …

Leave a Reply

Your email address will not be published. Required fields are marked *