Friday , September 29 2023
Breaking News
Home / ସ୍ୱାସ୍ଥ୍ୟ / ଆଉ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଆଉ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର, ୧୬/୧୨/୨୦୨୦ (ଓଡ଼ିଶା ସମାଚାର)-ଗତ ୨୪ ଘଣ୍ଟା ମଧ୍ୟରେ ୩୫୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୩, ୨୦, ୨୦୮କୁ ବୃଦ୍ଧି ଘଟିଛି। ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି। ସେହି ପରି ସୁନ୍ଦରଗଡରୁ ୩୬, ଅନୁଗୁଳରୁ ୨୯, କଟକରୁ ୨୬, ମୟୂରଭଞ୍ଜରୁ ୨୩, ବରଗଡରୁ ୧୯, ଭଦ୍ରକରୁ ୧୯, ବଲାଙ୍ଗୀରରୁ ୧୯, ପୁରୀରୁ ୧୮, ନୂଆପଡାରୁ ୧୬, ବାଲେଶ୍ଵରରୁ ୧୫, କେନ୍ଦୁଝରରୁ ୧୩, ସମ୍ବଲପୁରରୁ ୧୧, ଝାରସୁଗୁଡାରୁ ୯, ଜଗତସିଂହପୁରରୁ ୮, ଯାଜପୁରରୁ ୭, କଳାହାଣ୍ଡିରୁ ୬, କେନ୍ଦ୍ରାପଡାରୁ ୬, ଗଞ୍ଜାମରୁ ୫, ନବରଙ୍ଗପୁରରୁ ୫, ମାଲକାନଗିରିରୁ ୪, ଦେବଗଡରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ନୟାଗଡରୁ ୧, ରାୟଗଡାରୁ ୧ ଓ ରାୟଗଡାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଓଡ଼ିଶା ସମାଚାର

Leave a Reply

Your email address will not be published. Required fields are marked *