Monday , October 3 2022
Breaking News
Home / ବିଶେଷ / କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଅମ୍ରିତ ଋତୁରାଜଙ୍କୁ ନିଯୁକ୍ତି

କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଅମ୍ରିତ ଋତୁରାଜଙ୍କୁ ନିଯୁକ୍ତି

କେନ୍ଦ୍ରାପଡା, ୦୨/୦୧/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଭାବେ ଅମ୍ରିତ ଋତୁରାଜଙ୍କୁ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି । ଜିଲ୍ଲାପାଳ ସମର୍ଥ ବର୍ମାଙ୍କୁ ପୁରୀ ଜିଲ୍ଲାର ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ୨୦୧୫ ବ୍ୟାଚର ଭାରତୀୟ ପ୍ରଶାସନିକ ଅଧିକାରୀ ଶ୍ରୀ ଋତୁରାଜ ରାୟଗଡା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦେଶକ ଭାବେ କାର୍ଯ୍ୟ ନିର୍ବାହ କରୁଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.