Wednesday , October 5 2022
Home / ବିଶେଷ / ଜିଲ୍ଲା ଯୁବ ସେବା ମଂଚ ପକ୍ଷରୁ ପାଟକୁରା ଗାନ୍ଧୀ ପୂର୍ବତନ ବିଧାୟକ ରାଜକିଶୋର ନାୟକଙ୍କ ୧୧ ତମ ଶ୍ରାଦ୍ଧ ଦିବସ ପାଳିତ

ଜିଲ୍ଲା ଯୁବ ସେବା ମଂଚ ପକ୍ଷରୁ ପାଟକୁରା ଗାନ୍ଧୀ ପୂର୍ବତନ ବିଧାୟକ ରାଜକିଶୋର ନାୟକଙ୍କ ୧୧ ତମ ଶ୍ରାଦ୍ଧ ଦିବସ ପାଳିତ

କେନ୍ଦ୍ରାପଡା ୦୫/୦୧/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲା ଯୁବ ସେବା ମଂଚ ପକ୍ଷରୁ ସହରସ୍ଥିତ ଖଡିଅଙ୍ଗ ନିଗମାନନ୍ଦ ଗୃହସ୍ଥ ଆଶ୍ରମ ପରିସରରେ ମଂଚର ପ୍ରତିଷ୍ଠାତା ସଂପାଦକ ଗୋପାଳ ଚରଣ ମହାପାତ୍ରଙ୍କ ନେତୃତ୍ୱରେ ପାଟକୁରା ଗାନ୍ଧୀ ପୂର୍ବତନ ବିଧାୟକ ରାଜକିଶୋର ନାୟକଙ୍କ ୧୧ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ୱର୍ଗତ ନାୟକଙ୍କ ଫଟୋଚିତ୍ରରେ ସାମୁହିକ ମାଲ୍ୟାର୍ପଣ କରାଯାଇଥିଲା । ଏହି ଶ୍ରାଦ୍ଧ ଦିବସ ଉତ୍ସବରେ ମଂଚର କର୍ମକର୍ତା ଓ ଶ୍ରୀ ଶ୍ରୀ ଠାକୁର ନିଗମାନନ୍ଦଙ୍କ ଭକ୍ତବୃନ୍ଦ ଓ ମାଆ ମାନେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

Leave a Reply

Your email address will not be published.