କେନ୍ଦ୍ରାପଡା, ୧୯/୦୧/୨୦୨୧(ଓଡ଼ିଶା ସମାଚାର)- ଜିଲ୍ଲା ବୋଇତ ବନ୍ଦାଣ ସମିତି ପକ୍ଷରୁ ନୂତନ ଜିଲ୍ଲାପାଳ ଅମ୍ରୁତ ଋତୁରାଜଙ୍କୁ ପୁଷ୍ପଗୁଛ ପ୍ରଦାନ କରାଯାଇ ସ୍ୱାଗତ କରାଯାଇଛି । ସମିତିର ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତି, ସଭାପତି ଚିନ୍ମୟ ପ୍ରସାଦ ବେଉରା, ସମ୍ପାଦକ ସଞ୍ଜୟ କୁମାର ରାଉତ, ସଦସ୍ୟ ପ୍ରଫୁଲ୍ଲ କୁମାର ଦାସ, ଚିତରଞ୍ଜନ ଦାସ, ନଳିନିବିହାରୀ ମହାନ୍ତି ପ୍ରମୁଖ ଜିଲ୍ଲାପାଳ ଶ୍ରୀ ଋତୁରାଜଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ଜିଲ୍ଲାର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ଓଡ଼ିଶା ସମାଚାର
Check Also
୪ଟି ଟ୍ରେନ ପୁନର୍ବାର ଚାଲୁ କରିବା ପାଇଁ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
ପାରାଦୀପ,୨୫/୦୫/୨୦୨୨( ଓଡ଼ିଶା ସମାଚାର )- ଆମ ପାରାଦୀପ ଆମ ପ୍ରଗତି ପକ୍ଷରୁ ବୁଧବାର ଦିନ ବାପି ସର୍ଖେଲଙ୍କ ନେତୃତ୍ୱରେ ପାରାଦୀପ …