କେନ୍ଦ୍ରାପଡା, ୨୮/୦୧/୨୦୨୧(ଓଡ଼ିଶା ସମାଚାର)- ଟାଉନ ଥାନା ଅନ୍ତର୍ଗତ ରଣପଡା ସ୍ଥିତ ଆପେକ୍ସ ଆଙ୍ଗଲୋ ଆରବିଆ ସ୍କୁଲ ପରିସରରେ ଗତ ମଙ୍ଗଳବାର ରାତିରେ ଦୁଇ ଗୋଷ୍ଟି ସଂଖ୍ୟାଲଘୁ ସଂପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିଥିବା ଥାନା ପକ୍ଷରୁ ସୂଚନା ମିଳିଛି । ଖବରପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଁଚି ଗଣ୍ଡଗୋଳକୁ ଆୟତ କରିବା ସହ ଘଟଣାସ୍ଥଳରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ ହୋଇଥିବା ଦେଖାଯାଇଛି । ଓଡ଼ିଶା ସମାଚାର
Check Also
୪ଟି ଟ୍ରେନ ପୁନର୍ବାର ଚାଲୁ କରିବା ପାଇଁ କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ
ପାରାଦୀପ,୨୫/୦୫/୨୦୨୨( ଓଡ଼ିଶା ସମାଚାର )- ଆମ ପାରାଦୀପ ଆମ ପ୍ରଗତି ପକ୍ଷରୁ ବୁଧବାର ଦିନ ବାପି ସର୍ଖେଲଙ୍କ ନେତୃତ୍ୱରେ ପାରାଦୀପ …