କେନ୍ଦ୍ରାପଡା,୦୧/୦୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡାର ନୂତନ ଉପଜିଲ୍ଲାପାଳ ଭାବେ ନିରଞ୍ଜନ ବେହେରା ଆଜି ଯୋଗଦେଇଛନ୍ତି । ଶ୍ରୀ ବେହେରା ଟାଙ୍ଗି-ଚୈାଦ୍ୱାରର ତହସିଲଦାର ଭାବେ କାର୍ଯ୍ୟରତ ଥିଲେ । ଏଠାରେ ଥିବା ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ମହାପାତ୍ରଙ୍କର ଯାଜପୁର ଉପଜିଲ୍ଲାପାଳ ଭାବେ ବଦଳି ହୋଇଥିଲା । ଏଠାରେ ସୂଚନା ଯୋଗ୍ୟ ଯେ ଶ୍ରୀ ବେହେରା ପୂର୍ବରୁ ଜିଲ୍ଲାର ମାର୍ଶାଘାଇ ତହସିଲରେ ତହସିଲଦାର ଭାବେ କାର୍ଯ୍ୟ କରିଛନ୍ତି । ଓଡ଼ିଶା ସମାଚାର
Check Also
ଆଦର୍ଶ ଶିକ୍ଷକ ଙ୍କ ଏକାଦଶାହ ରେ ଗଭୀର ଶ୍ରଦ୍ଧାଞ୍ଜଳି
ନିଶ୍ଚିନ୍ତକୋଇଲି ,୧୯/୦୫/୨୦୨୨(ଓଡିଶା ସମାଚାର/ ଅଭୟ ଜେନା )- ଛାତ୍ର ବତ୍ସଳ ଆଦର୍ଶ ଶିକ୍ଷକ ରବୀନ୍ଦ୍ର ନାଥ ସ୍ୱାଇଁ ଙ୍କ ଏକାଦଶାହ …