Wednesday , May 25 2022
Breaking News
Home / ତାଜା ଖବର / ସୋମବାର ବସ ଚଳାଚଳ ବନ୍ଦ ରହିବ

ସୋମବାର ବସ ଚଳାଚଳ ବନ୍ଦ ରହିବ

ଭୁବନେଶ୍ୱର, ୧୪/୦୨/୨୦୨୧ (ଓଡ଼ିଶା ସମାଚାର)-ଆସନ୍ତା କାଲି ସୋମବାର ୧୫ ତାରିଖ ରାଜ୍ୟରେ ସମସ୍ତ ଘରୋଇ ବସ ଚଳାଚଳ ବନ୍ଦ ରହିବ । ଆସନ୍ତା କାଲି କଂଗ୍ରେସ ଦଳ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଥିବାରୁ ଏହି ବନ୍ଦ କୁ ଲକ୍ଷ ରଖି ରାଜ୍ୟରେ ସମସ୍ତ ଘରୋଇ ବସ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତି ଗ୍ରହଣ କରାଯାଇଥିବା ଘରୋଇ ବସ ମାଲିକ ସଂଘ ସମ୍ପାଦକ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ପୁରୀ ସହର ଅଶାନ୍ତ : ଗୁଳିମାଡ଼ରେ ଜଣେ ମୃତ, ଛୁରା ମାଡ଼ରେ ଜଣେ ଗୁରୁତର ଆହତ

ପୁରୀ, ୨୪/୦୫/୨୦୨୨( ଓଡ଼ିଶା ସମାଚାର )- ପୋଲିସ କୁ ଖୋଲା ଚାଲେଂଜ କରି ଜନଗହଳିପୂର୍ଣ୍ଣ ଏମାର ମଠ ନିକଟରେ ଜଣେ …

Leave a Reply

Your email address will not be published. Required fields are marked *